Jeremiah 46:11 — Compare Translations
5 translations compared side by side
Odia - 1840
" ହେ ମିଶରର ଅନୂଢ଼ା କନ୍ଯା, ତୁମ୍ଭେ ଗିଲିଯଦଠାରୁ ଔଷଧ ନିଅ। ମାତ୍ର ତୁମ୍ଭେ ଯାହା ଔଷଧ ନେଲେ ମଧ୍ଯ ତାହା ବ୍ଯର୍ଥ ହବେ, ତୁମ୍ଭେ ଆରୋଗ୍ୟ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠି ଯାଇ ଔଷଧ ନିଅ । ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମିଶରର ଅନୂଢ଼ା କନ୍ୟା, ତୁମ୍ଭେ ଗିଲିୟଦଠାରୁ ଔଷଧ ନିଅ। ମାତ୍ର ତୁମ୍ଭେ ଯାହା ଔଷଧ ନେଲେ ମଧ୍ୟ ତାହା ବ୍ୟର୍ଥ ହେବ, ତୁମ୍ଭେ ଆରୋଗ୍ୟ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠିଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠି ଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।