Jeremiah 46:12 — Compare Translations

5 translations compared side by side

Odia - 1840
"ଗୋଷ୍ଠୀଗଣ ତୁମ୍ଭର କ୍ରନ୍ଦନ ଶୁଣିବେ। ତୁମ୍ଭର କାତରୋକ୍ତି ରେ ପୃଥିବୀ ପରିପୂର୍ଣ୍ଣ ହବେ। କାରଣ 'ବୀର ସୈନିକ' ଅନ୍ୟ ଜଣେ 'ବୀର ସୈନିକ' ଉପ ରେ ଝୁଣ୍ଟି ପଡ଼ିବ ଓ ସେ ଦୁ ହେଁ ଏକତ୍ର ପଡ଼ିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଷ୍ଠୀଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଷ୍ଠୀଗଣ ତୁମ୍ଭର କ୍ରନ୍ଦନ ଶୁଣିବେ। ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ ହେବ। କାରଣ ‘ବୀର ସୈନିକ’ ଅନ୍ୟ ଜଣେ ‘ବୀର ସୈନିକ’ ଉପରେ ଝୁଣ୍ଟି ପଡ଼ିବ ଓ ସେ ଦୁହେଁ ଏକତ୍ର ପଡ଼ିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି।