Jeremiah 46:14 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ମିଶର ରେ ପ୍ରଚାର କର, ମିଖଦୋଲ ରେ ଘାଷେଣା କର, ଆଉ ନୋଫ ଓ ତଫନ ହଷେ ରେ କୁହ, 'ତୁମ୍ଭମାନେେ ୟୁଦ୍ଧ ପାଇଁ ଠିଆ ହୁଅ ଓ ଆପଣାକୁ ପ୍ରସ୍ତୁତ କର। କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ଲୋକମାନଙ୍କୁ ବିନାଶ କରିଚାଲିଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ଼୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ମିଶରରେ ପ୍ରଗ୍ଭର କର, ମିଗ୍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରେ କୁହ, ‘ତୁମ୍ଭେମାନେ ଯୁଦ୍ଧ ପାଇଁ ଠିଆ ହୁଅ ଓ ଆପଣାକୁ ପ୍ରସ୍ତୁତ କର। କାରଣ ଖଡ଼୍ଗ ତୁମ୍ଭ ଗ୍ଭରିଆଡ଼େ ଲୋକମାନଙ୍କୁ ବିନାଶ କରିଗ୍ଭଲିଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ‘ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।’