Jeremiah 46:15 — Compare Translations

5 translations compared side by side

Odia - 1840
" ହେ ମିଶର, ତୁମ୍ଭର ବଳବାନ୍ ଲୋକମାନେ ମୃତ୍ଯୁବରଣ କରିବେ ଓ ସମାନେେ ସ୍ଥିର ହାଇେ ଛିଡ଼ା ହାଇପୋରିବେ ନାହିଁ। କାରଣ ସଦାପ୍ରଭୁ ସମାନଙ୍କେୁ ତଳେ ଠଲେି ପକାଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମିଶର, ତୁମ୍ଭର ବଳବାନ୍ ଲୋକମାନେ ମୃତ୍ୟୁବରଣ କରିବେ ଓ ସେମାନେ ସ୍ଥିର ହୋଇ ଛିଡ଼ା ହୋଇ ପାରିବେ ନାହିଁ। କାରଣ ସଦାପ୍ରଭୁ ସେମାନଙ୍କୁ ତଳେ ଠେଲି ପକାଇ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ିଦେଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ି ଦେଲେ।”