Jeremiah 46:16 — Compare Translations

5 translations compared side by side

Odia - 1840
"ସହେି ସୈନ୍ଯଗଣ ପରସ୍ପର ଉପ ରେ ଝୁଣ୍ଟି ପଡ଼ିବେ। ସମାନେେ ପୁଣି କହିବେ, 'ଉଠ, ଆମ୍ଭମାନେେ ଖଡ୍ଗରୁ ରକ୍ଷା ପାଇବା ପାଇଁ ଆପଣା ଲୋକମାନଙ୍କ ନିକଟକୁ ପଳାଇୟିବା ଓ ଆପଣା ଜନ୍ମଭୂମିକୁ ପୁନର୍ବାର ଫରେିୟିବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ଏକ ଆରେକର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସୈନ୍ୟଗଣ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ। ସେମାନେ ପୁଣି କହିବେ, ‘ଉଠ, ଆମ୍ଭେମାନେ ‌‌ଖ‌ଡ଼୍‌ଗରୁ ରକ୍ଷା ପାଇବା ପାଇଁ ଆପଣା ଲୋକମାନଙ୍କ ନିକଟକୁ ପଳାଇଯିବା ଓ ଆପଣା ଜନ୍ମଭୂମିକୁ ପୁନର୍ବାର ଫେରିଯିବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ‘ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।’
Odia IRV 2017 (ଓଡିଆ ବାଇବେଲ)
ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, “ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।”