Jeremiah 46:17 — Compare Translations
5 translations compared side by side
Odia - 1840
"ସମାନଙ୍କେ ଜନ୍ମଭୂମିରେ ଲୋକମାନେ କହିବେ, 'ଫାରୋ କବଳେ ଜଣେ ଅହଙ୍କାରୀ, ୟିଏ କି ଉତ୍ତମ ସୁଯୋଗ ହାତଛଡ଼ା କରନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସ୍ଥାନରେ ଲୋକମାନେ ଉଚ୍ଚ ସ୍ଵରରେ କହିଲେ, ମିସରର ରାଜା ଫାରୋ ଶଦ୍ଦମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଜନ୍ମଭୂମିରେ ଲୋକମାନେ କହିବେ, ‘ଫାରୋ କେବଳ ଜଣେ ଅହଙ୍କାରୀ, ଯିଏ କି ଉତ୍ତମ ସୁଯୋଗ ହାତଛଡ଼ା କରନ୍ତି।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସ୍ଥାନରେ ଲୋକମାନେ ଉଚ୍ଚସ୍ୱରରେ କହିଲେ, ‘ମିସରର ରାଜା ଫାରୋ ଶବ୍ଦ ମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି।’
Odia IRV 2017 (ଓଡିଆ ବାଇବେଲ)
ସେସ୍ଥାନରେ ଲୋକମାନେ ଉଚ୍ଚ ସ୍ୱରରେ କହିଲେ, “ମିସରର ରାଜା ଫାରୋ ଶବ୍ଦମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି।”