Jeremiah 46:18 — Compare Translations

5 translations compared side by side

Odia - 1840
"ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ମୁଁ ଜୀବିତ ଥିବା ପ୍ରମାଣେ ଜଣେ ଆସୁଅଛି, ୟିଏକି ତାବୋର ପର୍ବତ ସଦୃଶ ମହାନ କିଅବା ସମୁଦ୍ର ନିକଟସ୍ଥ କର୍ମିଲ ପର୍ବତ ସଦୃଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ମୁଁ ଜୀବିତ ଥିବା ପ୍ରମାଣେ ଜଣେ ଆସୁଅଛି, ଯିଏ କି ତାବୋର ପର୍ବତ ସଦୃଶ ମହାନ କିଅବା ସମୁଦ୍ର ନିକଟସ୍ଥ କର୍ମିଲ ପର୍ବତ ସଦୃଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।
Odia IRV 2017 (ଓଡିଆ ବାଇବେଲ)
ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।