Jeremiah 46:19 — Compare Translations
5 translations compared side by side
Odia - 1840
"ହେ ମିଶର କନ୍ଯା, ତୁମ୍ଭେ ନିର୍ମାସନ ୟିବା ପାଇଁ ନିଜକୁ ପ୍ରସ୍ତୁତ କର। କାରଣ ନୋଫ ଧ୍ବଂସପ୍ରାପ୍ତ ଓ ଦଗ୍ଧିଭୂତ ହବେ। ସଠାେ ରେ କହେି ଲୋକ ବାସ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ମିସର ନିବାସିନୀ କନ୍ୟେ, ତୁମ୍ଭେ ବନ୍ଦୀତ୍ଵକୁ ଯିବା ପାଇଁ ଆପଣାର ସମ୍ଵଳ ପ୍ରସ୍ତୁତ କର; କାରଣ ନୋଫ ଧ୍ଵଂସିତ, ଦଗ୍ଧ ଓ ନିବାସୀବିହୀନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମିଶରର କନ୍ୟା, ତୁମ୍ଭେ ନିର୍ବାସନ ଯିବା ପାଇଁ ନିଜକୁ ପ୍ରସ୍ତୁତ କର। କାରଣ ନୋଫ ଧ୍ୱଂସପ୍ରାପ୍ତ ଓ ଦଗ୍ଧିଭୂତ ହେବ। ସେଠାରେ କେହି ଲୋକ ବାସ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଗୋ ମିସର ନିବାସିନୀ କନ୍ୟେ, ତୁମ୍ଭେ ବନ୍ଦୀତ୍ୱକୁ ଯିବା ପାଇଁ ଆପଣାର ସମ୍ବଳ ପ୍ରସ୍ତୁତ କର; କାରଣ ନୋଫ ଧ୍ୱଂସିତ, ଦଗ୍ଧ ଓ ନିବାସୀବିହୀନ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଗୋ ମିସର ନିବାସିନୀ କନ୍ୟେ, ତୁମ୍ଭେ ବନ୍ଦୀତ୍ୱକୁ ଯିବା ପାଇଁ ଆପଣାର ସମ୍ବଳ ପ୍ରସ୍ତୁତ କର; କାରଣ ନୋଫ ଧ୍ୱଂସିତ, ଦଗ୍ଧ ଓ ନିବାସୀବିହୀନ ହେବ।