Jeremiah 46:2 — Compare Translations
5 translations compared side by side
Odia - 1840
"ମିଶର ଦେଶ ସମ୍ବନ୍ଧ ରେ ଏହି ବାର୍ତ୍ତା। ଯୋଶିୟଯର ପୁତ୍ର ଯିହୁଦାର ରାଜା ଯିହାୟୋଦାରକୀମର ଅଧିକାରର ଚତୁର୍ଥ ବର୍ଷ ରେ ବାବିଲର ରାଜା ନବୂଖଦନିତ୍ସର, ମିଶରର ରାଜା ଫାରୋନଖୋର ଯେଉଁ ସୈନ୍ଯସାମନ୍ତକୁ ପରାଜଯ କଲା, ଫରାତ୍ ନଦୀ ନିକଟସ୍ଥ ଜଳୀମୀଶ ରେ ଉପସ୍ଥିତ ସହେି ସୈନ୍ଯ ସାମନ୍ତ ବିଷଯ କଥା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସର ବିଷୟ । ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମ; ବିଷୟକ କଥା ।
Odia Bible ERV 2004 (ପବିତ୍ର ବାଇବଲ)
ମିଶର ସମ୍ବନ୍ଧରେ ବାର୍ତ୍ତା ମିଶର ଦେଶ ସମ୍ବନ୍ଧରେ ଏହି ବାର୍ତ୍ତା। ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିଶରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟ ସାମନ୍ତ ବିଷୟକ କଥା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।
Odia IRV 2017 (ଓଡିଆ ବାଇବେଲ)
ମିସର ବିଷୟ। “ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।