Jeremiah 46:20 — Compare Translations

5 translations compared side by side

Odia - 1840
"ମିଶର ଗୋଟିଏ ସୁନ୍ଦରୀ ତରୁଣୀ ଗାଭୀପରି, ମାତ୍ର ଡ଼ାଆଁଶ ସଦୃଶ ଉତ୍ତର ଦିଗରୁ କଲଦୀଯମାନେ ତାକୁ ବିନାଶ କରିବାକୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ମିଶର ଗୋଟିଏ ସୁନ୍ଦରୀ ତରୁଣୀ ଗାଭୀପରି, ମାତ୍ର ଡାଆଁଶ ସଦୃଶ ଉତ୍ତର ଦିଗରୁ କ‌‌ଲ୍‌‌ଦୀୟମାନେ ତାକୁ ବିନାଶ କରିବାକୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି।
Odia IRV 2017 (ଓଡିଆ ବାଇବେଲ)
ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି।