Jeremiah 46:21 — Compare Translations

5 translations compared side by side

Odia - 1840
"ଆହୁରି ମିଶରର ବତନେଗ୍ରାହୀ ସୈନ୍ଯମାନେ ଗୋଶାଳାର ଗୋବତ୍ସ ତୁଳ୍ଯ। ସମାନେେ ପଳାଯନ କରିବେ। ସମାନେେ ଆକ୍ରମଣର ସମ୍ମୁଖୀନ ହାଇପୋରିବେ ନାହିଁ। କାରଣ ସମାନଙ୍କେର ବିପଦର ଦିନ ଆସୁଅଛି ଓ ସମାନେେ ଖୁବ୍ ଶୀଘ୍ର ସମାନଙ୍କେର ପ୍ରତିଫଳ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମିଶରର ବେତନଗ୍ରାହୀ ସୈନ୍ୟମାନେ ଗୋଶାଳାର ଗୋବତ୍ସ ତୁଲ୍ୟ। ସେମାନେ ପଳାୟନ କରିବେ। ସେମାନେ ଆକ୍ରମଣର ସମ୍ମୁଖୀନ ହୋଇ ପାରିବେ ନାହିଁ। କାରଣ ସେମାନଙ୍କର ବିପଦର ଦିନ ଆସୁଅଛି ଓ ସେମାନେ ଖୁବ୍ ଶୀଘ୍ର ସେମାନଙ୍କର ପ୍ରତିଫଳ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)