Jeremiah 46:22 — Compare Translations

5 translations compared side by side

Odia - 1840
"ମିଶର ସର୍ପତୁଲ୍ଯ ଶବ୍ଦକରି ପଳାଇବାକୁ ଚେଷ୍ଟା କରିବ। ମାତ୍ର ଶତ୍ରୁଗଣ ତା'ର ନିକଟରୁ ନିକଟତର ହବେେ। ସମାନେେ କାଠ କଟାଳି ସଦୃଶ କୁରାଢ଼ି ନଇେ ତା' ବିରୁଦ୍ଧ ରେ ଆକ୍ରମଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶଦ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶର ସର୍ପତୁଲ୍ୟ ଶବ୍ଦକରି ପଳାଇବାକୁ ଚେଷ୍ଟା କରିବ। ମାତ୍ର ଶତ୍ରୁଗଣ ତା’ର ନିକଟରୁ ନିକଟତର ହେବେ। ସେମାନେ କାଠ ‌‌କଟାଳୀ ସଦୃଶ କୁହ୍ରାଡ଼ି ନେଇ ତା’ ବିରୁଦ୍ଧରେ ଆକ୍ରମଣ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।
Odia IRV 2017 (ଓଡିଆ ବାଇବେଲ)
ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।”