Jeremiah 46:23 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ମିଶରର ସୈନ୍ଯ ଅରଣ୍ଯ ସଦୃଶ। ଅଗଣିତ ହେଲେ ହେଁ ଶତ୍ରୁସୈନ୍ଯ ସମାନଙ୍କେୁ ହାଣି ପକାଇବେ। କାରଣ ଶତ୍ରୁସୈନ୍ଯ ପଙ୍ଗପାଳ ଅପେକ୍ଷା ଅନକେ ଓ ଅସଂଖ୍ଯ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ମିଶରର ସୈନ୍ୟ ଅରଣ୍ୟ ସଦୃଶ। ଅଗଣିତ ହେଲେ ହେଁ ଶତ୍ରୁସୈନ୍ୟ ସେମାନଙ୍କୁ ହାଣି ପକାଇବେ। କାରଣ ଶତ୍ରୁସୈନ୍ୟ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।