Jeremiah 46:25 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ଦେଖ, ଆମ୍ଭେ ନୋ ଦେଶୀଯ ଅମାନେକୁ, ଫାରୋ, ମିଶର, ତାହାର ଦବଗେଣ ଓ ରାଜଗଣକୁ, ଆଉ ଫାରୋଙ୍କ ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି: ଦେଖ, ଆମ୍ଭେ ନୋ ଦେଶୀୟ ଅମୋନକୁ, ଆଉ ଫାରୋ ଓ ମିସର ଓ ତାହାର ଦେବଗଣ ଓ ରାଜଗଣକୁ; ହଁ, ଫାରୋ ଓ ତାହାର ଶରଣାପନ୍ନସମସ୍ତଙ୍କୁ ଦଣ୍ତ ଦେବା;
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, “ଦେଖ, ଆମ୍ଭେ ନୋ ଦେଶୀୟ ଅମୋନକୁ, ଫାରୋ, ମିଶର, ତାହାର ଦେବଗଣ ଓ ରାଜଗଣକୁ, ଆଉ ଫାରୋଙ୍କ ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା;
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା;