Jeremiah 46:26 — Compare Translations

5 translations compared side by side

Odia - 1840
"ପୁଣି ସମାନଙ୍କେର ପ୍ରାଣନାଶକାରୀ ଲୋକମାନଙ୍କ ହସ୍ତ ରେ ଓ ବାବିଲର ରାଜା ନବୂଖଦନିତ୍ସର ଓ ତାହାର ଦାସମାନଙ୍କ ହସ୍ତ ରେ ଆମ୍ଭେ ସମାନଙ୍କେୁ ସମର୍ପଣ କରିବା। ପୁଣି ସଦାପ୍ରଭୁ କହନ୍ତି, ପୂର୍ବକାଳ ରେ ମିଶର ଯେଉଁପରି ଶାନ୍ତି ରେ ବାସ କରୁଥିଲା, ଏହି ଦୁଃସମୟ ପ ରେ ସେ ପୁନର୍ବାର ଶାନ୍ତି ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା । ପୁଣି, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ସେ ଦେଶ ପୂର୍ବ କାଳର ନ୍ୟାୟ ବସତିସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନଙ୍କର ପ୍ରାଣନାଶକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା।” ପୁଣି ସଦାପ୍ରଭୁ କହନ୍ତି, “ପୂର୍ବକାଳରେ ମିଶର ଯେଉଁପରି ଶାନ୍ତିରେ ବାସ କରୁଥିଲା, ଏହି ଦୁଃସମୟ ପରେ ସେ ପୁନର୍ବାର ଶାନ୍ତିରେ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା। ପୁଣି, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ସେ ଦେଶ ପୂର୍ବକାଳର ନ୍ୟାୟ ବସତି ସ୍ଥାନ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା।” ପୁଣି, ସଦାପ୍ରଭୁ କହନ୍ତି, “ତହିଁ ଉତ୍ତାରେ ସେ ଦେଶ ପୂର୍ବ କାଳର ନ୍ୟାୟ ବସତି ସ୍ଥାନ ହେବ।”