Jeremiah 46:27 — Compare Translations
5 translations compared side by side
Odia - 1840
" ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ କିଅବା ହେ ଇଶ୍ରାୟେଲ ତୁମ୍ଭେ ନିରାଶ ହୁଅ ନାହିଁ। ଆମ୍ଭେ ଦୂର ଦେଶରୁ ତୁମ୍ଭକୁ ଓ ବନ୍ଦୀ ଅବସ୍ଥାରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା। ତହିଁରେ ଯାକୁବ ଫରେି ଆସି ନିର୍ଭୟ ଓ ନିଶ୍ଚିତ ରେ ରହିଲା । ଆଉ କହେି ତାହାକୁ ଭୟ ଦଖାଇେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ଵ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତର ଇସ୍ରାଏଲ ପାଇଁ ଏକ ବାର୍ତ୍ତା “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ କିଅବା ହେ ଇସ୍ରାଏଲ ତୁମ୍ଭେ ନିରାଶ ହୁଅ ନାହିଁ। ଆମ୍ଭେ ଦୂର ଦେଶରୁ ତୁମ୍ଭକୁ ଓ ବନ୍ଦୀ ଅବସ୍ଥାରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା। ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିତରେ ରହିଲା । ଆଉ କେହି ତାହାକୁ ଭୟ ଦେଖାଇଲେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରିଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।