Jeremiah 46:3 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଚର୍ମ ରେ ଢ଼ାଲ ଓ ଫଳକ ପ୍ରସ୍ତୁତ କର ଓ ୟୁଦ୍ଧ କରିବା ଲାଗି ଅଗ୍ରସର ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଚର୍ମରେ ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ଅଗ୍ରସର ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ।