Jeremiah 46:4 — Compare Translations
5 translations compared side by side
Odia - 1840
"ହେ ଅଶ୍ବାରୋହୀଗଣ, ତୁମ୍ଭମାନେେ ଅଶ୍ବଗଣକୁ ସଜ୍ଜିତ କରି ଆରୋହଣ କର। ମସ୍ତକରେ ଶିରସ୍ତ୍ରାଣ ପିନ୍ଧି ଠିଆ ହୁଅ। କଲମକୁ ଧାରୁଆ କର ଓ ସାଞ୍ଜୁ ପିନ୍ଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଅଶ୍ଵାରୋହୀମାନେ, ତୁମ୍ଭେମାନେ ଅଶ୍ଵଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଅଶ୍ୱାରୋହୀଗଣ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର। ମସ୍ତକରେ ଶିରସ୍ତ୍ରାଣ ପିନ୍ଧି ଠିଆ ହୁଅ। କଲମକୁ ଧାରୁଆ କର ଓ ସାଞ୍ଜୁ ପିନ୍ଧ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।
Odia IRV 2017 (ଓଡିଆ ବାଇବେଲ)
ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।