Jeremiah 46:5 — Compare Translations
5 translations compared side by side
Odia - 1840
"ଆମ୍ଭେ କ'ଣ ଦେଖୁଅଛୁ? ସମାନେେ ଉଦବିଗ୍ନ ହାଇେ ପଛକୁ ଫରେୁଛନ୍ତି। ସମାନଙ୍କେର ବୀରଗଣ ପରାସ୍ତ ହାଇେଛନ୍ତି ଓ ପଛକୁ ନ ଚାହିଁ ଶୀଘ୍ର ଶୀଘ୍ର ପଳାଯନ କରୁଛନ୍ତି। ସମାନଙ୍କେ ଚତୁର୍ଦ୍ଦିଗ ରେ ଆଶଙ୍କା ଭରି ୟାଇଛି। ସଦାପ୍ରଭୁ ଏହିସବୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସେମାନଙ୍କୁ ଉଦ୍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ କ’ଣ ଦେଖୁଅଛୁ? ସେମାନେ ଉଦ୍ବିଗ୍ନ ହୋଇ ପଛକୁ ଫେରୁଛନ୍ତି। ସେମାନଙ୍କର ବୀରଗଣ ପରାସ୍ତ ହୋଇଛନ୍ତି ଓ ପଛକୁ ନ ଗ୍ଭହିଁ ଶୀଘ୍ର ଶୀଘ୍ର ପଳାୟନ କରୁଛନ୍ତି। ସେମାନଙ୍କ ଚତୁର୍ଦ୍ଦିଗରେ ଆଶଙ୍କା ଭରି ଯାଇଛି।” ସଦାପ୍ରଭୁ ଏହିସବୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସେମାନଙ୍କୁ ଉଦ୍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସେମାନଙ୍କୁ ଉଦ୍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି,” ଏହା ସଦାପ୍ରଭୁ କହନ୍ତି।