Jeremiah 46:6 — Compare Translations
5 translations compared side by side
Odia - 1840
"ଦ୍ରୁତଗାମୀ ଲୋକ ପଳାଯନ କରିପାରିବେ ନାହିଁ, କିଅବା ବୀର ପୁରୁଷଗଣ ରକ୍ଷା ପାଇପାରିବେ ନାହିଁ। ଉତ୍ତର ଦିଗ ରେ ଫରାତ୍ ନଦୀ ନିକଟରେ ସମାନେେ ଝୁଣ୍ଟି ପଡ଼ିବେ ଓ ସମାନଙ୍କେର ପତନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ଦ୍ରୁତଗାମୀ ଲୋକ ପଳାୟନ କରି ପାରିବେ ନାହିଁ, କିଅବା ବୀର ପୁରୁଷଗଣ ରକ୍ଷା ପାଇପାରିବେ ନାହିଁ। ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିବେ ଓ ସେମାନଙ୍କର ପତନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି।