Jeremiah 46:7 — Compare Translations

5 translations compared side by side

Odia - 1840
"ସେ କିଏ ଯେ କି ନୀଳନଦୀପରି ଉଠୁଅଛି ଓ ନଦୀ ସମୂହର ଜଳରାଶି ତୁଲ୍ଯ ଉତ୍କ୍ଷିପ୍ତ ହେଉଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୀଳ ନଦୀ ପରି ଯେ ଉଠୁଅଛି, ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ସେ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ସେ କିଏ ଯେ କି ନୀଳନଦୀପରି ଉଠୁଅଛି ଓ ନଦୀ ସମୂହର ଜଳରାଶି ତୁଲ୍ୟ ଉ‌‌‌ତ୍‌‌‌କ୍ଷିପ୍ତ ହେଉଅଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୀଳ ନଦୀ ପରି ଯେ ଉଠୁଅଛି, ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ସେ କିଏ?
Odia IRV 2017 (ଓଡିଆ ବାଇବେଲ)
ନୀଳ ନଦୀ ପରି ଯେ ଉଠୁଅଛି, ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ସେ କିଏ?