Jeremiah 46:8 — Compare Translations

5 translations compared side by side

Odia - 1840
"ଏହା ହେଉଛି ମିଶର ଯେ କି ନୀଳନଦୀ ତୁଲ୍ଯ ଉଠୁଅଛି। ତା'ର ଜଳରାଶି ନଦୀ ସମୂହର ତୁଲ୍ଯ ଉତ୍କ୍ଷିପ୍ତ ହେଉଅଛି। ଆଉ ସେ କହୁଅଛି, 'ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି, ମୁଁ ନଗର ସମୂହକୁ ଓ ତନ୍ନିବାସୀ ଲୋକମାନଙ୍କୁ ନଷ୍ଟ କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକି ପ୍ଳାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ହେଉଛି ମିଶର ଯେ କି ନୀଳନଦୀ ତୁଲ୍ୟ ଉଠୁଅଛି। ତା’ର ଜଳରାଶି ନଦୀ ସମୂହର ତୁଲ୍ୟ ଉ‌‌‌ତ୍‌‌‌କ୍ଷିପ୍ତ ହେଉଅଛି। ଆଉ ସେ କହୁଅଛି, ‘ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଳାବିତ କରିବି, ମୁଁ ନଗର ସମୂହକୁ ଓ ତନ୍ନିବାସୀ ଲୋକମାନଙ୍କୁ ନଷ୍ଟ କରିବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।
Odia IRV 2017 (ଓଡିଆ ବାଇବେଲ)
ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, “ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକି ପ୍ଳାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।”