Jeremiah 46:9 — Compare Translations

5 translations compared side by side

Odia - 1840
"ହେ ଅଶ୍ବାରୋହୀଗଣ, ଅଗ୍ରସର ହୁଅ। ହେ ରଥା ରୋହୀଗଣ ଦ୍ରୁତଗତି ରେ ରଥ ଚାଳନା କର, ହେ ବୀରଗଣ, ଆଗଇେ ଚାଲ। ତୁମ୍ଭମାନଙ୍କର ଢ଼ାଲ ଧର। କୁଶ୍, ପୁଟରୁ ଓ ଲୁଦୀଯରୁ ଆସିଥିବା ଢ଼ାଲବହକଗଣ, ତୁମ୍ଭମାନେେ ଧନୁ ରେ ଭଲଭାବରେ ଗୁଣ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଅଶ୍ଵଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୁଶ୍ ଓ ପୁଟ୍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଅଶ୍ୱାରୋହୀଗଣ, ଅଗ୍ରସର ହୁଅ। ହେ ରଥାରୋହୀଗଣ ଦ୍ରୁତଗତିରେ ରଥ ଗ୍ଭଳନା କର, ହେ ବୀରଗଣ, ଆଗେଇ ଗ୍ଭଲ। ତୁମ୍ଭମାନଙ୍କର ଢାଲ ଧର। କୁଶ୍, ପୁ‌ଟ୍‌ରୁ ଓ ଲୁଦୀୟରୁ ଆସିଥିବା ଢାଲବାହକଗଣ, ତୁମ୍ଭେମାନେ ଧନୁରେ ଭଲଭାବରେ ଗୁଣ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍‍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍‍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।