Jeremiah 47:1 — Compare Translations
5 translations compared side by side
Odia - 1840
"ଫାରୋ ଘସା ନଗର ଆକ୍ରମଣ କରିବା ପୂର୍ବରୁ ପଲେଷ୍ଟୀୟମାନଙ୍କ ବିଷଯ ରେ ସଦାପ୍ରୁଙ୍କର ଏହି ବାକ୍ଯ ଯିରିମିୟ ଭବିଷ୍ଯଦବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତା; ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନଙ୍କ ବିଷୟରେ ଏକ ବାର୍ତ୍ତା ଫାରୋ ଘସା ନଗର ଆକ୍ରମଣ କରିବା ପୂର୍ବରୁ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
Odia IRV 2017 (ଓଡିଆ ବାଇବେଲ)
ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।