Jeremiah 47:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ଦେଖ, ଉତ୍ତର ଦିଗରୁ ଶତ୍ରୁସୈନ୍ଯ କୂଳ ଲଙ୍ଘନ କରି ନଦୀକୂଳ ଉଚ୍ଛୁଳିଲା ପରି ଆସୁଅଛି, ତାହା ପ୍ଲାବନକାରୀ ବନ୍ଯା ସଦୃଶ ସମଗ୍ର ଦେଶ, ତନ୍ମଧ୍ଯସ୍ଥ ସମସ୍ତ ବସ୍ତ୍ର, ନଗର ଓ ତନ୍ନିବାସୀମାନଙ୍କୁ ଜଳମଗ୍ନ କରିବ। ତହିଁରେ ଲୋକମାନେ କ୍ରନ୍ଦନ କରିବେ ଓ ସାହାୟ୍ଯ ପାଇଁ ହାହାକାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଦେଖ, ଉତ୍ତର ଦିଗରୁ ଶତ୍ରୁସୈନ୍ୟ କୂଳ ଲଙ୍ଘନ କରି ନଦୀକୂଳ ଉଚ୍ଛୁଳିଲା ପରି ଆସୁଅଛି, ତାହା ପ୍ଳାବନକାରୀ ବନ୍ୟା ସଦୃଶ ସମଗ୍ର ଦେଶ, ତନ୍ମଧ୍ୟସ୍ଥ ସମସ୍ତ ବସ୍ତ୍ର, ନଗର ଓ ତନ୍ନିବାସୀମାନଙ୍କୁ ଜଳମଗ୍ନ କରିବ। ତହିଁରେ ଲୋକମାନେ କ୍ରନ୍ଦନ କରିବେ ଓ ସାହାଯ୍ୟ ପାଇଁ ହାହାକାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଚ୍ଛୁଳୁଅଛି, ତାହା ପ୍ଲାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।’”