Jeremiah 47:3 — Compare Translations
5 translations compared side by side
Odia - 1840
" ସମାନେେ ଧାବମାନ ଅଶ୍ବଗଣର ଖୁରା ଶବ୍ଦ, ରଥସମୂହର ଚାଳନା ଶବ୍ଦ ଓ ଚକ୍ରର ଘର୍ଘର ଶବ୍ଦ ଶୁଣିବେ। ପିତୃଗଣ ଏତେ ଦୁର୍ବଳ ହବେେ ଯେ ସମାନେେ ସମାନଙ୍କେର ପିଲାମାନଙ୍କୁ ସାହାୟ୍ଯ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବଳବାନ ଅଶ୍ଵଗଣର ଖୁରା ଶଦ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶଦ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ସେମାନେ ଧାବମାନ ଅଶ୍ୱଗଣର ଖୁରା ଶବ୍ଦ, ରଥସମୂହର ଗ୍ଭଳନା ଶବ୍ଦ ଓ ଚକ୍ରର ଘର୍ଘର ଶବ୍ଦ ଶୁଣିବେ। ପିତୃଗଣ ଏତେ ଦୁର୍ବଳ ହେବେ ଯେ ସେମାନେ ସେମାନଙ୍କର ପିଲାମାନଙ୍କୁ ସାହାଯ୍ୟ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;