Jeremiah 47:4 — Compare Translations

5 translations compared side by side

Odia - 1840
"ଏହା ସମସ୍ତ ପଲେଷ୍ଟୀୟମାନଙ୍କର ଧ୍ବଂସର ସମୟ, ସୋର ଓ ସୀଦୋନର ସହକାରୀ ପ୍ରେତ୍ୟକକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛନ୍ନ କରିବାର ସମୟ ଆସୁଅଛି। ଯେ ହତେୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର ଓ କପ୍ତୋର ଦ୍ବୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ବ ହରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ଵ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ଵୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ଵ ହରଣ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ସମସ୍ତ ପଲେଷ୍ଟୀୟମାନଙ୍କର ଧ୍ୱଂସର ସମୟ, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ସମୟ ଆସୁଅଛି। ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର ଓ କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।