Jeremiah 47:5 — Compare Translations

5 translations compared side by side

Odia - 1840
"ଘସାର ଲୋକମାନେ ଦୁଃଖିତ ହାଇେ ସମାନଙ୍କେର ମସ୍ତକ ଟାଙ୍ଗରା କରିଛନ୍ତି। ଅସ୍କିଲୋନର ଲୋକମାନେ ଏବଂ ତଳଭୂମିର ଅବଶିଷ୍ଟାଂଶ ଲୋକ ନୀରବ ହାଇେଅଛନ୍ତି। ତୁମ୍ଭମାନେେ କେତକୋଳ ପର୍ୟ୍ଯନ୍ତ ନିଜକୁ କାଟିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ୍, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଅକିଞ୍ଚନ ହୋଇଅଛି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ?
Odia Bible ERV 2004 (ପବିତ୍ର ବାଇବଲ)
ଘସାର ଲୋକମାନେ ଦୁଃଖିତ ହୋଇ ସେମାନଙ୍କର ମସ୍ତକ ଟାଙ୍ଗରା କରିଛନ୍ତି। ଅସ୍କିଲୋନର ଲୋକମାନେ ଏବଂ ତଳଭୂମିର ଅବଶିଷ୍ଟାଂଶ ଲୋକ ନୀରବ ହୋଇଅଛନ୍ତି। ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ନିଜକୁ କାଟିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ?
Odia IRV 2017 (ଓଡିଆ ବାଇବେଲ)
ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ?