Jeremiah 47:6 — Compare Translations

5 translations compared side by side

Odia - 1840
" ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ କେତେ କାଳପ ରେ ୟୁଦ୍ଧରୁ କ୍ଷାନ୍ତ ହବେ? ତୁମ୍ଭେ ଆପଣା କୋଷ ରେ ପ୍ରବେଶ କର, ଶାନ୍ତ ଓ ସ୍ଥିର ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁଙ୍କ ଖଡ଼୍‍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷା; ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶା; ଓ କ୍ଷା; ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁଙ୍କ ‌‌ଖ‌ଡ଼୍‌ଗ, ତୁମ୍ଭେ କେତେ କାଳପରେ ଯୁଦ୍ଧରୁ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର, ଶାନ୍ତ ଓ ସ୍ଥିର ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।