Jeremiah 47:7 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁଙ୍କ ଖଡ୍ଗ କିପରି କ୍ଷାନ୍ତ ହବେ? ସଦାପ୍ରଭୁ ତାଙ୍କୁ ଆଜ୍ଞା ଦଇେଅଛନ୍ତି। ସେ ଅସ୍କିଲୋନ୍ ବିରୁଦ୍ଧ ରେ ଓ ସମୁଦ୍ର ତୀର ବିରୁଦ୍ଧ ରେ ତାହାକୁ ନିୟୁକ୍ତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିରୂପେ କ୍ଷା; ହୋଇପାର? ସେ ଅସ୍କିଲୋନ୍ର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁଙ୍କ ‌‌ଖ‌ଡ଼୍‌ଗ କିପରି କ୍ଷାନ୍ତ ହେବ? ସଦାପ୍ରଭୁ ତାଙ୍କୁ ଆଜ୍ଞା ଦେଇଅଛନ୍ତି। ସେ ଅସ୍କିଲୋନ୍ ବିରୁଦ୍ଧରେ ଓ ସମୁଦ୍ର ତୀର ବିରୁଦ୍ଧରେ ତାହାକୁ ନିଯୁକ୍ତ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର? ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର? ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି।