Jeremiah 48:1 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ମାୟୋବ ବିଷଯ ରେ ଏହା କହନ୍ତି, ନବୋ ଧ୍ବଂସ ହବେ, କିରିଯାଥଯିମ ଲଜ୍ଜିତ ହବେ। ତାହା କବଳିତ ହବେ ଏବଂ ପର୍ବତଗଡ଼ ଲଜ୍ଜିତ ଓ ଭଗ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବର ବିଷୟ । ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବ ବିଷୟରେ ଏକ ବାର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋୟାବ ବିଷୟରେ ଏହା କହନ୍ତି, “ନବୋ ଧ୍ୱଂସ ହେବ, କିରିୟାଥୟିମ ଲଜ୍ଜିତ ହେବ। ତାହା କବଳିତ ହେବ ଏବଂ ପର୍ବତଗଣ ଲଜ୍ଜିତ ଓ ଭଗ୍ନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା।
Odia IRV 2017 (ଓଡିଆ ବାଇବେଲ)
ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା।