Jeremiah 48:10 — Compare Translations

5 translations compared side by side

Odia - 1840
"ଯଦି ଜଣେ ସଦାପ୍ରଭୁଙ୍କ କଥା ପାଳନ ନ କଲେ ଓ ଯଦି ସେ ସହେି ଲୋକମାନଙ୍କୁ ରକ୍ତପାତ କରିବାକୁ ଖଡ୍ଗ ବ୍ଯବହାର ନ କରେ ତବେେ ସେ ଶାପଗ୍ରସ୍ତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଶାପଗ୍ରସ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ଼୍‍ଗ ଅଟକାଏ, ସେ ଶାପଗ୍ରସ୍ତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ସଦାପ୍ରଭୁଙ୍କ କଥା ପାଳନ ନ କରେ ଓ ଯଦି ସେ ସେହି ଲୋକମାନଙ୍କୁ ରକ୍ତପାତ କରିବାକୁ ‌‌ଖ‌ଡ଼୍‌ଗ ବ୍ୟବହାର ନ କରେ ତେବେ ସେ ଶାପଗ୍ରସ୍ତ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।