Jeremiah 48:11 — Compare Translations

5 translations compared side by side

Odia - 1840
"ମାଯାେବ ଜନ୍ମରୁ ଦୁଃଖ କଷ୍ଟ ଜାଣି ନାହିଁ। ମାଯାେବ ଏକ ପାତ୍ରସ୍ଥ ମଦ ତୁଲ୍ଯ ସୁସ୍ଥିର ଅଛି। ସେ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢ଼ଳା ୟାଇ ନାହିଁ। କିଅବା ସେ ବନ୍ଦୀ ହାଇେ ୟାଇ ନାହିଁ, ଏଣୁ ତା'ର ସ୍ବାଦ ତା' ମଧିଅରେ ଅଛି। ତାହାର ସୁବାସ ବିକୃତ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇ ଯାଇ ନାହିଁ; ଏଥିପାଇଁ ତାହାର ସ୍ଵାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ମୋୟାବ ଜନ୍ମରୁ ଦୁଃଖ କଷ୍ଟ ଜାଣି ନାହିଁ। ମୋୟାବ ଏକ ପାତ୍ରସ୍ଥ ମଦ ତୁଲ୍ୟ ସୁସ୍ଥିର ଅଛି। ସେ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ। କିଅବା ସେ ବନ୍ଦୀ ହୋଇ ଯାଇ ନାହିଁ, ଏଣୁ ତା’ର ସ୍ୱାଦ ତା’ ମଧ୍ୟରେ ଅଛି। ତାହାର ସୁବାସ ବିକୃତ ହୋଇ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇ ଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।”