Jeremiah 48:12 — Compare Translations

5 translations compared side by side

Odia - 1840
"ଆଉ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଲୋକ ପଠାଇ ତାକୁ ଢ଼ାଳି ପକାଇବା। ସମାନେେ ସହେି ପାତ୍ରକୁ ଢ଼ାଳି ଦବେେ ଓ ପାତ୍ରଗୁଡ଼ିକୁ ଶୂନ୍ଯ କରି କୁାସବୁ ଭାଙ୍ଗି ପକାଇବେ। ଏପରି ସମୟ ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳିପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଲୋକ ପଠାଇ ତାକୁ ଢାଳି ପକାଇବା। ସେମାନେ ସେହି ପାତ୍ରକୁ ଢାଳି ଦେବେ ଓ ପାତ୍ରଗୁଡ଼ିକୁ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ। ଏପରି ସମୟ ଆସୁଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।