Jeremiah 48:13 — Compare Translations
5 translations compared side by side
Odia - 1840
"ଯେପରି ଇଶ୍ରାୟେଲ ବଂଶ ଆପଣା ବିଶ୍ବାସ ଭୂମି ବୈଥଲେ ବିଷଯ ରେ ଲଜ୍ଜିତ ହାଇେଥିଲେ, ସହେିପରି ମାଯାେବ କମାେଶ ବିଷଯ ରେ ଲଜ୍ଜିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇସ୍ରାଏଲ-ବଂଶ ଆପଣା ବିଶ୍ଵାସଭୂମି ବୈଥେଲ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଇସ୍ରାଏଲ ବଂଶ ଆପଣା ବିଶ୍ୱାସ ଭୂମି ବୈଥେଲ୍ ବିଷୟରେ ଲଜ୍ଜିତ ହୋଇଥିଲେ, ସେହିପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।