Jeremiah 48:14 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କହିପାରିବ ନାହିଁ 'ଆମ୍ଭମାନେେ ବୀର ଓ ୟୁଦ୍ଧ ରେ ସାହସୀ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ, ଏହା ତୁମ୍ଭେମାନେ କିପରି କହୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ କହିପାରିବ ନାହିଁ ‘ଆମ୍ଭେମାନେ ବୀର ଓ ଯୁଦ୍ଧରେ ସାହସୀ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’ ଏହା ତୁମ୍ଭେମାନେ କିପରି କହୁଅଛ?
Odia IRV 2017 (ଓଡିଆ ବାଇବେଲ)
‘ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’ ଏହା ତୁମ୍ଭେମାନେ କିପରି କହୁଅଛ?