Jeremiah 48:15 — Compare Translations
5 translations compared side by side
Odia - 1840
"ଶତ୍ରୁସୈନ୍ଯ ମାୟୋବକୁ ଆକ୍ରମଣ କରି ତାହାକୁ ଧ୍ବଂସ କରିବେ। ତାହା ବଳବାନ୍ ସୈନ୍ଯମାନଙ୍କୁ ବାଧ୍ଯ ସ୍ଥାନ ରେ ବଧ କରିବ। ଏହା ସୈନ୍ଯାଧିପତି ସଦାପ୍ରଭୁ ଏବଂ ରାଜା, ଏହି କଥା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ଆଉ ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁସୈନ୍ୟ ମୋୟାବକୁ ଆକ୍ରମଣ କରି ତାହାକୁ ଧ୍ୱଂସ କରିବେ। ତାହା ବଳବାନ୍ ସୈନ୍ୟମାନଙ୍କୁ ବଧ୍ୟ ସ୍ଥାନରେ ବଧ କରିବ।” ଏହା ସୈନ୍ୟାଧିପତି ସଦାପ୍ରଭୁ ଏବଂ ରାଜା, ଏହି କଥା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଲାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ,” ସେ ଏହି କଥା କହନ୍ତି।