Jeremiah 48:17 — Compare Translations
5 translations compared side by side
Odia - 1840
"ମାୟୋବର ଚତୁର୍ଦ୍ଦିଗସ୍ଥ ଲୋକମାନେ ଓ ଯେଉଁମାନେ ତାହା ପ୍ରସିଦ୍ଧ ଦେଶ ବୋଲି ଜାଣିଥିଲେ, ତାହା ପାଇଁ ବିଳାପ କର। ଆଉ କୁହ, ଏହି ଦୃଢ଼ ଦଣ୍ଡ ଓ ସୁନ୍ଦର ସୃଷ୍ଟି କିପରି ଭଗ୍ନ ହାଇେଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ଏହି ଦୃଢ଼ ଦଣ୍ତ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବର ଚତୁର୍ଦ୍ଦିଗସ୍ଥ ଲୋକମାନେ ଓ ଯେଉଁମାନେ ତାହା ପ୍ରସିଦ୍ଧ ଦେଶ ବୋଲି ଜାଣିଥିଲେ, ତାହା ପାଇଁ ବିଳାପ କର। ଆଉ କୁହ, ‘ଏହି ଦୃଢ଼ ଦଣ୍ଡ ଓ ସୁନ୍ଦର ସୃଷ୍ଟି କିପରି ଭଗ୍ନ ହୋଇଅଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ‘ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!’
Odia IRV 2017 (ଓଡିଆ ବାଇବେଲ)
ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, “ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!”