Jeremiah 48:18 — Compare Translations
5 translations compared side by side
Odia - 1840
" ହେ ଦୀବୋନ ନିବାସୀଗଣ, ତୁମ୍ଭମାନେେ ନିଶ୍ଚିତ ରେ ତୁମ୍ଭମାନଙ୍କ ଶାେଭାରୁ ଓହ୍ଲାଇ ଅସି ଧୂଳି ରେ ବସ। କାରଣ ମାଯାେବର ବିନାଶକ ତୁମ୍ଭ ବିରୁଦ୍ଧ ରେ ଉଠିଅଛି। ସେ ତୁମ୍ଭର ଦୃଢ଼ ନଗରଗୁଡ଼ିକୁ ବିନଷ୍ଟ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦୀବୋନ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ଵର୍ଯ୍ୟରୁ ଓହ୍ଳାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଦୀବୋନ ନିବାସୀଗଣ, ତୁମ୍ଭେମାନେ ନିଶ୍ଚିତରେ ତୁମ୍ଭମାନଙ୍କ ଶୋଭାରୁ ଓହ୍ଲାଇ ଅସି ଧୂଳିରେ ବସ। କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠିଅଛି। ସେ ତୁମ୍ଭର ଦୃଢ଼ ନଗରଗୁଡ଼ିକୁ ବିନଷ୍ଟ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଲାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଳାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗ ସବୁ ନଷ୍ଟ କରିଅଛି।