Jeremiah 48:19 — Compare Translations
5 translations compared side by side
Odia - 1840
" ହେ ଆରୋୟର ନିବାସୀଗଣ; ତୁମ୍ଭମାନେେ ପଥପାଶର୍ବ ରେ ଦଣ୍ଡାଯମାନ ହାଇେ ନିରୀକ୍ଷଣ କର। ପଳାତକ ପୁରୁଷ ଓ ସ୍ତ୍ରୀମାନଙ୍କୁ ପଚାର କ'ଣ ଘଟିଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଅରୋୟର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ଵରେ ଠିଆହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକି ପଚାର; କଅଣ କରା ଯାଇଅଛି କୁହ?
Odia Bible ERV 2004 (ପବିତ୍ର ବାଇବଲ)
“ହେ ଆରୋୟର ନିବାସୀଗଣ; ତୁମ୍ଭେମାନେ ପଥପାର୍ଶ୍ୱରେ ଦଣ୍ଡାୟମାନ ହୋଇ ନିରୀକ୍ଷଣ କର। ପଳାତକ ପୁରୁଷ ଓ ସ୍ତ୍ରୀମାନଙ୍କୁ ପଗ୍ଭର କ’ଣ ଘଟିଅଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; କଅଣ କରାଯାଇଅଛି କୁହ?
Odia IRV 2017 (ଓଡିଆ ବାଇବେଲ)
ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; “କଅଣ କରାଯାଇଅଛି କୁହ?”