Jeremiah 48:20 — Compare Translations
5 translations compared side by side
Odia - 1840
"ମାଯାେବ ଧ୍ବଂସପ୍ରାପ୍ତ ହାଇେ ଲଜ୍ଜିତ ହାଇେଅଛି। ତେଣୁ ତୁମ୍ଭମାନେେ ହାହାକାର ଓ କ୍ରନ୍ଦନ କର। ମାୟୋବ ଧ୍ବଂସ ହାଇେଅଛି ବୋଲି ଅର୍ନୋନ ରେ ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର ।
Odia Bible ERV 2004 (ପବିତ୍ର ବାଇବଲ)
“ମୋୟାବ ଧ୍ୱଂସପ୍ରାପ୍ତ ହୋଇ ଲଜ୍ଜିତ ହୋଇଅଛି। ତେଣୁ ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର। ମୋୟାବ ଧ୍ୱଂସ ହୋଇଅଛି ବୋଲି ଅର୍ଣ୍ଣୋନରେ ପ୍ରଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।
Odia IRV 2017 (ଓଡିଆ ବାଇବେଲ)
ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।