Jeremiah 48:25 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି ମାୟୋବର ଶୃଙ୍ଗ କଟା ୟାଇଅଛି ଓ ତାହାର ବାହୁ ଭଗ୍ନ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।