Jeremiah 48:26 — Compare Translations

5 translations compared side by side

Odia - 1840
"ମାଯାେବକୁ ତୁମ୍ଭମାନେେ ମତ୍ତ କରାଅ, କାରଣ ସେ ନିଜକୁ ସଦାପ୍ରଭୁଙ୍କଠାରୁ ବଡ଼ ବନେ କରିଅଛି। ତେଣୁ ସେ ନିଜ ବାନ୍ତି ରେ ଗଡ଼ିବ ଓ ସବୁ ଲୋକଙ୍କ ଦ୍ବାରା ହାସ୍ଯାସ୍ପଦ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ମୋୟାବକୁ ତୁମ୍ଭେମାନେ ମତ୍ତ କରାଅ, କାରଣ ସେ ନିଜକୁ ସଦାପ୍ରଭୁଙ୍କଠାରୁ ବଡ଼ ମନେ କରିଅଛି। ତେଣୁ ସେ ନିଜ ବାନ୍ତିରେ ଗଡ଼ିବ ଓ ସବୁ ଲୋକଙ୍କ ଦ୍ୱାରା ହାସ୍ୟାସ୍ପଦ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।