Jeremiah 48:27 — Compare Translations

5 translations compared side by side

Odia - 1840
" ହେ ମାୟୋବ, ଇଶ୍ରାୟେଲ ତୁମ୍ଭ ଦୃଷ୍ଟି ରେ ପରିହାସର ପାତ୍ର ହାଇେଥିଲା। ସତେ ଯମେିତି ସେ ଚୋରମାନଙ୍କ ମଧିଅରେ ଧରାୟାଇଥିଲା, ତୁମ୍ଭେ ସପରେି ବ୍ଯବହାର କଲ। ତୁମ୍ଭେ ହତାଶ ରେ ମୁଣ୍ଡ ହଲାଇଲ ଯେଉଁ କ୍ଷଣେ ତୁମ୍ଭେ ତା' ବିଷଯ ରେ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମୋୟାବ, ଇସ୍ରାଏଲ ତୁମ୍ଭ ଦୃଷ୍ଟିରେ ପରିହାସର ପାତ୍ର ହୋଇଥିଲା। ସତେ ଯେମିତି ସେ ଗ୍ଭେରମାନଙ୍କ ମଧ୍ୟରେ ଧରାଯାଇଥିଲା, ତୁମ୍ଭେ ସେପରି ବ୍ୟବହାର କଲ। ତୁମ୍ଭେ ହତାଶରେ ମୁଣ୍ଡ ହଲାଇଲ ଯେଉଁ କ୍ଷଣେ ତୁମ୍ଭେ ତା’ ବିଷୟରେ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେ ଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।