Jeremiah 48:28 — Compare Translations
5 translations compared side by side
Odia - 1840
"ହେ ମାୟୋବ ନିବାସୀଗଣ, ତୁମ୍ଭମାନେେ ତୁମ୍ଭମାନଙ୍କ ନଗରସବୁ ତ୍ଯାଗ କରି ଶୈଳମାନଙ୍କ ରେ ବାସ କର। ଏବଂ ଏକ କପୋତ ପରି ହୁଅ ୟିଏକି ତା'ର ବସା ଗିରିପଥର ମୁହଁ ପାଶର୍ବ ରେ ତିଆରି କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ଵରେ ବସାକାରୀ କପୋତର ତୁଲ୍ୟ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ତୁମ୍ଭମାନଙ୍କ ନଗରସବୁ ତ୍ୟାଗ କରି ଶୈଳମାନଙ୍କରେ ବାସ କର। ଏବଂ ଏକ କପୋତ ପରି ହୁଅ ଯିଏ କି ତା’ର ବସା ଗିରିପଥର ମୁହଁ ପାର୍ଶ୍ୱରେ ତିଆରି କରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।