Jeremiah 48:29 — Compare Translations
5 translations compared side by side
Odia - 1840
"ମାଯାେବ ବଡ଼ ଅହଙ୍କାରୀ, ଆମ୍ଭମାନେେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଗର୍ବ, ତାହାର ଦର୍ପ ଓ ତାହାର ଚିତ୍ତର ଅହମିକା କଥା ଶୁଣିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଗର୍ବ, ତାହାର ଦର୍ପ ଓ ତାହାର ଚିତ୍ତର ଅହମିକା କଥା ଶୁଣିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।
Odia IRV 2017 (ଓଡିଆ ବାଇବେଲ)
ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।”