Jeremiah 48:3 — Compare Translations
5 translations compared side by side
Odia - 1840
"ହୋରୋନଯିମଠାରୁ କ୍ରନ୍ଦନର ଓ ମହାବିନାଶର ଶବ୍ଦ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶଦ୍ଦ!
Odia Bible ERV 2004 (ପବିତ୍ର ବାଇବଲ)
ହୋରୋନୟିମଠାରୁ କ୍ରନ୍ଦନର ଓ ମହାବିନାଶର ଶବ୍ଦ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ!
Odia IRV 2017 (ଓଡିଆ ବାଇବେଲ)
ହୋରୋନୟିମ ଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ!