Jeremiah 48:30 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କୋରଧ ଜାଣୁ, ମାତ୍ର ତାହା କିଛି ନୁହେଁ ଓ ସମାନଙ୍କେର ଗର୍ବସବୁର କିଛି ମାନେ ନାହିଁ। ଏହା ଭିତ୍ତିହୀନ ବୋଲି ପ୍ରମାଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର କ୍ରୋଧ ଜାଣୁ, ମାତ୍ର ତାହା କିଛି ନୁହେଁ ଓ ସେମାନଙ୍କର ଗର୍ବସବୁର କିଛି ମାନେ ନାହିଁ। ଏହା ଭିତ୍ତିହୀନ ବୋଲି ପ୍ରମାଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।