Jeremiah 48:31 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭେ ମାୟୋବ ପାଇଁ ଓ ତା'ର ସମସ୍ତ ନିବାସୀ ପାଇଁ ହାହାକାର କରିବା। ଆଉ କୀ ହରେସର ଲୋକମାନଙ୍କ ପାଇଁ ମଧ୍ଯ ଆମ୍ଭେ ଶୋକ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ମୋୟାବ ପାଇଁ ଓ ତା’ର ସମସ୍ତ ନିବାସୀ ପାଇଁ ହାହାକାର କରିବା। ଆଉ କୀର୍ହେରସର ଲୋକମାନଙ୍କ ପାଇଁ ମଧ୍ୟ ଆମ୍ଭେ ଶୋକ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।”