Jeremiah 48:32 — Compare Translations

5 translations compared side by side

Odia - 1840
"ହେ ସିବ୍ଲାର ଦ୍ରାକ୍ଷାଲତେ, ୟା ସରେ ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ପାଇଁ ଅଧିକ ଶାେକ କରିବା। ତୁମ୍ଭର ଦ୍ରାକ୍ଷାଲତାର ଶାଖାସବୁ ସମୁଦ୍ର ଅତିକ୍ରମ କରିଥିଲା ଓ ସେସବୁ ୟା ସରେ ସମୁଦ୍ର ପର୍ୟ୍ଯନ୍ତ ବିସ୍ତୃତ ହାଇେଥିଲା। ମାତ୍ର ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଆସି ସବୁକିଛି ନଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଶିବ୍ମାର ଦ୍ରାକ୍ଷାଲତେ, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଶ‌‌‌ିବ୍‌‌‌ମାର ଦ୍ରାକ୍ଷାଲତେ, ଯାସେର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ପାଇଁ ଅଧିକ ଶୋକ କରିବା। ତୁମ୍ଭର ଦ୍ରାକ୍ଷାଲତାର ଶାଖାସବୁ ସମୁଦ୍ର ଅତିକ୍ରମ କରିଥିଲା ଓ ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ବିସ୍ତୃତ ହୋଇଥିଲା। ମାତ୍ର ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଆସି ସବୁକିଛି ନେଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସିବ୍‍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)